Masthead

‘୨୦୨୪ ରେ ମୁଁ ଚିଲିକାରୁ ନିର୍ବାଚନ ଲଢ଼ିବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୧୪ ରେ ମୁଖ୍ୟମନ୍ତ୍ରୀ ମୋତେ ଟିକେଟ ଦେଇଥିଲେ କିନ୍ତୁ କିଛି ଅନ୍ତ୍ରଘାତି କାମ ଯୋଗୁ ମାତ୍ର ୫୪୦ ଖଣ୍ଡ ଭୋଟରେ ହାରିଗଲି । ପରାଜିତ ହୋଇ କି ମଧ୍ୟ ୧୪ ରୁ ୨୪ ଲୋକଙ୍କ ସହ ମୁଁ ରହିଛି ବୋଲି କହିଛନ୍ତି ବିଜେଡିର ପୂର୍ବତନ ବିଧାୟକ ରଘୁନାଥ ସାହୁ । ସେ କହିଛନ୍ତି ବିଜୁ ଜନତା ଦଳର ସଙ୍ଗଠନକୁ ବଞ୍ଚେଇ କି ରଖିଛି । ଆଜି ଯଦି ଚିଲିକାରେ ଦଳର ସଙ୍ଗଠନ ବଞ୍ଚିକି ଅଛି ତାହା କେବଳ ମୋର ଉଦ୍ୟମ ଯୋଗୁଁ ।

୨୦୦୯ ରୁ ୧୪ ଯେତିକି କାମ କରିଛି ତାହା ଆଗରୁ କେବେ ହୋଇନଥିଲା । ତେଣୁ ୨୦୨୪ ରେ ମୁଁ ଚିଲିକାରୁ ନିର୍ବାଚନ ଲଢ଼ିବି । ଚିଲିକା ଛାଡି କୁଆଡ଼େ ଯିବିନି । ସେ ଆହୁରି ମଧ୍ୟ କହିଛନ୍ତି ପ୍ରଶାନ୍ତ ଜଗଦେଵ ଯାହା କଲା ତାହା ସମସ୍ତେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ତା ଉପରେ ଠିକ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସେଥିପାଇଁ ଚିଲିକା ନିର୍ବାଚନ ମଣ୍ଡଳୀ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି