Masthead

‘ମୁଁ କଂଗ୍ରେସରୁ ଲଢିବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଟକରେ ମୋକିମ୍ ଓ ପିସିସି ସଭାପତିଙ୍କ ଭେଟ ଘାଟକୁ ନେଇ ବଢିଲା ଚର୍ଚ୍ଚା। ଗୋଟେ ଦଳର ନେତା ଆମେ ସବୁ ଏକାଠି ହେବା ବହୁତ୍ ଖୁସି ଲାଗିଲା। ପୂଜା ଘରେ ଏକତ୍ରିତ ହେଲୁ। ଦଳ ମୋତେ ସସ୍ପେଣ୍ଡ କରିଛି ବୋ। କିନ୍ତୁ ମୁଁ ମୋ ନିର୍ବାଚନ ମଣ୍ଡଳୀରେ ଅଛି ବୋଲି କହିଛନ୍ତି ମହମ୍ମଦ ମୋକିମ । ସେ କହିଛନ୍ତି ଆଗକୁ ଚିତ୍ର ହେବ ସ୍ପଷ୍ଟ। ବାରମ୍ବାର କହିଛି ମୁଁ କଂଗ୍ରେସ ତୃଣ ମୂଳ ସ୍ତରର ନେତା। ଯେତେ ଆକ୍ସନ ନେଲେ ବି ଅଛି ରହିବି।

ଖୁବଶୀଘ୍ର ମୋତେ ଦଳ ଗ୍ରହଣ କରିବ। ସାମୁହିକ ନିଲମ୍ବନ ହୋଇଛି। ପୁଣି ଦଳ ମୋତେ ଆପଣାଇ ମୋତେ ମୋ ଦାୟିତ୍ଵ ଫେରାଇବ। ମୁଁ କଂଗ୍ରେସରୁ ଲଢ଼ିବି। ସେ ଆହୁରି ମଧ୍ୟ କହିଛନ୍ତି କଟକ ସହର ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧ। ସମସ୍ତେ ଆସନ୍ତି ଦେଖିବା ପାଇଁ। ପୂଜା ମଣ୍ଡପରେ ସଭାପତିଙ୍କ ସହ ଭେଟ ଘାଟ ହେଲା। ଉଭୟ ଆଲିଙ୍ଗନ କଲୁ। ଆକସ୍ମିକ ଦେଖା ଥିଲା କିନ୍ତୁ ଭଲ ଦେଖା ସାକ୍ଷାତ ହେଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ