Masthead

‘ମୁଁ କଂଗ୍ରେସରୁ ଲଢିବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଟକରେ ମୋକିମ୍ ଓ ପିସିସି ସଭାପତିଙ୍କ ଭେଟ ଘାଟକୁ ନେଇ ବଢିଲା ଚର୍ଚ୍ଚା। ଗୋଟେ ଦଳର ନେତା ଆମେ ସବୁ ଏକାଠି ହେବା ବହୁତ୍ ଖୁସି ଲାଗିଲା। ପୂଜା ଘରେ ଏକତ୍ରିତ ହେଲୁ। ଦଳ ମୋତେ ସସ୍ପେଣ୍ଡ କରିଛି ବୋ। କିନ୍ତୁ ମୁଁ ମୋ ନିର୍ବାଚନ ମଣ୍ଡଳୀରେ ଅଛି ବୋଲି କହିଛନ୍ତି ମହମ୍ମଦ ମୋକିମ । ସେ କହିଛନ୍ତି ଆଗକୁ ଚିତ୍ର ହେବ ସ୍ପଷ୍ଟ। ବାରମ୍ବାର କହିଛି ମୁଁ କଂଗ୍ରେସ ତୃଣ ମୂଳ ସ୍ତରର ନେତା। ଯେତେ ଆକ୍ସନ ନେଲେ ବି ଅଛି ରହିବି।

ଖୁବଶୀଘ୍ର ମୋତେ ଦଳ ଗ୍ରହଣ କରିବ। ସାମୁହିକ ନିଲମ୍ବନ ହୋଇଛି। ପୁଣି ଦଳ ମୋତେ ଆପଣାଇ ମୋତେ ମୋ ଦାୟିତ୍ଵ ଫେରାଇବ। ମୁଁ କଂଗ୍ରେସରୁ ଲଢ଼ିବି। ସେ ଆହୁରି ମଧ୍ୟ କହିଛନ୍ତି କଟକ ସହର ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧ। ସମସ୍ତେ ଆସନ୍ତି ଦେଖିବା ପାଇଁ। ପୂଜା ମଣ୍ଡପରେ ସଭାପତିଙ୍କ ସହ ଭେଟ ଘାଟ ହେଲା। ଉଭୟ ଆଲିଙ୍ଗନ କଲୁ। ଆକସ୍ମିକ ଦେଖା ଥିଲା କିନ୍ତୁ ଭଲ ଦେଖା ସାକ୍ଷାତ ହେଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ