Masthead

ବାପାଙ୍କ ସ୍ୱପ୍ନ ପୂରଣ କରିବି: ଦୀପାଳି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ାରୁ ନିର୍ବାଚନ ଲଢ଼ିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଦୀପାଳି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଯାହାକୁ ସମର୍ଥନ ଦେବେ, ଜନସାଧାରଣ ଯାହାକୁ ପସନ୍ଦ କରିବେ ସେ ମୋ ବାପାଙ୍କ ସ୍ଥାନ ନେବେ। ଆମେ ତାଙ୍କୁ ସମର୍ଥନ ଦେବୁ। ଦୀପାଳି ଏବେ ବିଭିନ୍ନ ସ୍ଥାନକୁ ଯାଇ ଲୋକଙ୍କ ସହିତ ମିଶୁଥିବା ବେଳେ ସେ ନିର୍ବାଚନ ପାଇଁ ପ୍ରସ୍ତୁତି କରୁଥିବା ଆଲୋଚନା ହେଉଛି। ଏ ପ୍ରସଙ୍ଗରେ ଦୀପାଳି କହିଛନ୍ତି ଯେ ତାଙ୍କ ବାପା ତାଙ୍କୁ ମାନବ ସେବା ହିଁ ସବୁଠୁ ବଡ଼ ସେବା ବୋଲି ଶିଖାଇଛନ୍ତି। ସେ ବହୁ ପୂର୍ବରୁ ଲୋକଙ୍କ ସେବା କରି ଆସୁଛନ୍ତି। ଆଗକୁ ବି ଏହା ଜାରି ରହିବ। ଏଥିରେ ରାଜନୀତିର କିଛି ସମ୍ପର୍କ ନାହିଁ ବୋଲି ସେ କହିଛନ୍ତି। ବାପାଙ୍କ ସ୍ୱପ୍ନ ପୂରଣ କରିବି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ