Masthead

‘୧୫ ଦିନରେ ଭିତରେ ବିଧାୟକଙ୍କୁ ହତ୍ୟା କରିବି’

କଣ୍ଟାବାଞ୍ଜି(ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର । ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ହତ୍ୟା ଧମକ ନେଇ କିଏ ପୋଷ୍ଟର ଲଗାଇଛି ତାହା ଜଣାପଡ଼ିନ । ଆଜି ସକାଳୁ କଂଟାବାଞ୍ଜି ବାଳିକା ହାଇସ୍କୁଲ ବାହାରେ ଥିବା ଏକ ଦୋକାନ ନିକଟରେ ଏହି ବ୍ୟାନର ଲାଗିଥିଲା ।

ଏଥିରେ ନାଲି ରଙ୍ଗରେ କଂଟାବାଞ୍ଜି ବିଧାୟକଙ୍କୁ ୧୫ ଦିନରେ ହତ୍ୟା କରିବା ଲେଖାଯାଇଥିଲା । ଏହା ସହ ବ୍ୟାନରରେ ଏକ ଅଜଣା ବ୍ୟକ୍ତିଙ୍କ ଫଟୋ ମଧ୍ୟ ରହିଛି । ପୋଷ୍ଟର ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି । କଂଟାବାଞ୍ଜି ପୋଲିସ ବ୍ୟାନର ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ