Masthead

‘୧୫ ଦିନରେ ଭିତରେ ବିଧାୟକଙ୍କୁ ହତ୍ୟା କରିବି’

କଣ୍ଟାବାଞ୍ଜି(ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର । ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ହତ୍ୟା ଧମକ ନେଇ କିଏ ପୋଷ୍ଟର ଲଗାଇଛି ତାହା ଜଣାପଡ଼ିନ । ଆଜି ସକାଳୁ କଂଟାବାଞ୍ଜି ବାଳିକା ହାଇସ୍କୁଲ ବାହାରେ ଥିବା ଏକ ଦୋକାନ ନିକଟରେ ଏହି ବ୍ୟାନର ଲାଗିଥିଲା ।

ଏଥିରେ ନାଲି ରଙ୍ଗରେ କଂଟାବାଞ୍ଜି ବିଧାୟକଙ୍କୁ ୧୫ ଦିନରେ ହତ୍ୟା କରିବା ଲେଖାଯାଇଥିଲା । ଏହା ସହ ବ୍ୟାନରରେ ଏକ ଅଜଣା ବ୍ୟକ୍ତିଙ୍କ ଫଟୋ ମଧ୍ୟ ରହିଛି । ପୋଷ୍ଟର ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି । କଂଟାବାଞ୍ଜି ପୋଲିସ ବ୍ୟାନର ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ