Masthead

ବିଧାୟକଙ୍କ ଭିତରେ ଭାଗ କରି କେବେ ବି ଖରାପ ଇତିହାସ ସୃଷ୍ଟି କରିବି ନାହିଁ : ଡିକେ ଶିବକୁମାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ନିର୍ବାଚନ ଜିତିବା ପରେ କଂଗ୍ରେସ ନେତା ଡି.କେ. ଶିବକୁମାର ମଙ୍ଗଳବାର ଦିଲ୍ଲୀ ଯାତ୍ରା କରିଛନ୍ତି । ଯାତ୍ରା ପୂର୍ବରୁ ସେ କହିଛନ୍ତି ଏବେ ସେ ସୁସ୍ଥ ହୋଇଯାଇଛନ୍ତି । ତାଙ୍କର ବିପି କଣ୍ଟ୍ରୋଲରେ ରହିଛି ସେଥିପାଇଁ ସେ ଆଜି ଦିଲ୍ଲୀ ଗସ୍ତ କରୁଛନ୍ତି। ଆଉ ସେଠାରେ ସେ ଯାଇ କଂଗ୍ରେସର ହାଇକମାଣ୍ଡଙ୍କୁ ଭେଟିବେ।

ସେ ଆହୁରି ମଧ୍ୟ କହିଛନ୍ତି ଦିଲ୍ଲୀରେ ଆମେ ଘର ତିଆରି କରିଛୁ । ମୁଁ କେବଳ ଏହାର ଅଂଶବିଶେଷ । ଆମର ସଂଖ୍ୟା ୧୩୫ । ମୁଁ ଜଣେ ଦାୟିତ୍ୱବାନ ଲୋକ । ମୁଁ ବ୍ଲାକମେଲ କରିବିନି । ବିଧାୟକଙ୍କ ଭିତରେ ଭାଗ କରି କେବେ ବି ଖରାପ ଇତିହାସ ସୃଷ୍ଟି କରିବି ନାହିଁ । ଯଦି ଦଳ ଚାହିଁବ ତେବେ ମୋତେ ଦାୟିତ୍ୱ ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି