Masthead

‘ମୁଁ ଇସ୍ତଫା ଦେବି ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିଛି ବ୍ରିଜ ଭୂଷଣଙ୍କ ଅଡ଼ୁଆ । ଶୁକ୍ରବାର ତାଙ୍କ ନାଁରେ ୨ ଟି ମାମଲା ରୁଜୁ ହୋଇଛି । ଏବେ ପ୍ରତିକ୍ରିୟା ରଖିଛନ୍ତି ବ୍ରିଜ ଭୂଷଣ ଶରଣ ସିଂ । ସେ କହିଛନ୍ତି ମୁଁ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ। ମୁଁ ଅପରାଧୀ ନୁହେଁ । ଖେଳାଳିମାନଙ୍କ ଦାବି ବଢିବାରେ ଲାଗିଛି । ଖେଳାଳିମାନେ ମୋର ଇସ୍ତଫା ଦାବି କରୁଛନ୍ତି । ଇସ୍ତଫା ଦେବା ବଡ଼ କଥା ନୁହେଁ । ଇସ୍ତଫା ଦେବା ଅର୍ଥ ଅଭିଯୋଗ ଗ୍ରହଣ କରିବା ।

ଯେହେତୁ ମୁଁ ଅପରାଧୀ ନୁହେଁ ମୁଁ ଇସ୍ତଫା ଦେବି ନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କନ୍ନଟ ପ୍ଲେସ ଥାନାରେ ବ୍ରିଜଭୂଷଣଙ୍କ ବିରୋଧରେ ୨ଟି ଏଫଆଇଆର ରୁଜୁ କରିଛି ଦିଲ୍ଲୀ ପୁଲିସ୍ । ଗୋଟିଏ ଏଫଆଇଆର ପକସୋ ଆକ୍ଟରେ କରାଯାଇଛି । ଅନ୍ୟଟି କୁସ୍ତି ଯୋଦ୍ଧାଙ୍କ ଆଧାରରେ ହୋଇଛି । ବ୍ରିଜଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରାଯିବ ବୋଲି ଶୁକ୍ରବାର ଦିଲ୍ଲୀ ପୁଲିସ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି