Masthead

ମୁଁ ଦିମାଗରୁ ନୁହେଁ ମନରୁ କିଛି କହିବି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ଆରମ୍ଭ ହେଲା ଲୋକସଭାରେ ଅନାସ୍ଥା ବିତର୍କ । ଲୋକସଭାରେ ଭାଷଣ ଆରମ୍ଭ କଲେ ରାହୁଲ ଗାନ୍ଧି । ସଦସ୍ୟତା ଫେରିପାଇଥିବାରୁ ଧନ୍ୟବାଦ ଦେଇ ଆରମ୍ଭ କଲେ ଭାଷଣ । ଆଜି ମୁଁ ଦିମାଗରୁ ନୁହେଁ ହୃଦୟରୁ ଭାଷଣ ରଖିବାକୁ ଯାଉଛି । ମୋ ଭାଷଣରେ ଡରିବାର ନାହିଁ । ଆଦାନୀ ଉପରେ ଆଜି କିଛି କହିବିନି । ଭାରତ ଯୋଡ଼ୋ ଯାତ୍ରାକୁ ନେଇ ମତ ରଖିଲେ ରାହୁଲ । ମୋ ଯାତ୍ରା ଏଯାଏଁ ସରିନି । ଏବେ ବି ଯାତ୍ରା ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ