Masthead

ମା’ ହେଲେ ଆଇଏଏସ ଟିନା ଦାବି

ଜୟପୁର (ବଡ଼ ଖବର ବ୍ୟୁରୋ): ମା’ ହେଲେ ଆଇଏଏସ ଟିନା ଦାବି । ଘରକୁ ଆସିଲା କୁନି ଅତିଥି । ପୁତ୍ର ସନ୍ତାନକୁ ଦେଇଛନ୍ତି ଜନ୍ମ । ଟିନା ଜୟପୁରର ଏକ ଡାକ୍ତରଖାନାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ପରିବାରରେ ଏକ ନୂଆ ଅତିଥିଙ୍କ ଆଗମନ ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି । ୨୦୨୨ ଜୁଲାଇ ମାସରେ ଟିନା ରାଜସ୍ଥାନ ଜୈସସଲମୈରର କଲେକ୍ଟର ଭାବେ ନିଯୁକ୍ତି ପାଇଥିଲେ । ଜୁଲାଇ ୫ରୁ ଟିନା ଡାବି ମ୍ୟାଟରନିଟି ଲିଭରେ ଥିବାରୁ ତାଙ୍କ ସ୍ଥାନରେ ୨୦୧୩ ବ୍ୟାଚର ଆଇଏଏସ୍ ଆଶିଷ ଗୁପ୍ତାଙ୍କ ଦାୟିତ୍ୱ ଦିଆଯାଇଥିଲା । ଗତକାଲି ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଗତ ବର୍ଷ ଏପ୍ରିଲ ମାସରେ ସେ ୨୦୧୩ ବ୍ୟାଚ୍ ର ଆଇଏଏସ୍ ଅଧିକାରୀ ପ୍ରଦୀପ ରାଓ୍ବାଣ୍ଡେଙ୍କୁ ବିବାହ କରିଥିଲେ । ପ୍ରଦୀପ ମହାରାଷ୍ଟ୍ର ଲାଟୁର ଜିଲ୍ଲାର ବାସୀନ୍ଦା । ସେ ୨୦୧୩ ବ୍ୟାଚ୍ ଆଇଏଏସ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ