Masthead

ଫାଇନାଲରେ ଶ୍ରେୟାସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ଗୌତମ ଗମ୍ଭୀର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କାଲି ହେବ ମହାଲଢେଇ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ଦୀର୍ଘ ୨୦ ବର୍ଷରେ ପରେ ପୁଣି ଫାଇନାଲରେ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଏହି ମ୍ୟାଚରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଶ୍ରେୟାସ ଆୟର । ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଭାବେ ଶ୍ରେୟସଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ରହିବା ବୋଲି କହିଛନ୍ତି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ଗମ୍ଭୀର କହିଥିଲେ ବିଶ୍ୱକପରେ ଶ୍ରେୟାସ ଭାରତୀୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ଆସିଛନ୍ତି ।

ଫାଇନାଲରେ ମଧ୍ୟ ତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ । ବିଶେଷ କରି ଅଷ୍ଟ୍ରେଲିଆ ପକ୍ଷରୁ ମ୍ୟାକ୍ସୱେଲ ଓ ଆଦାମ ଜାମ୍ପା ସ୍ପିନ ବୋଲିଂ କରିବା ସମୟରେ ଶ୍ରେୟାସଙ୍କ ଭୂମିକା ଦଳର ବିଜୟରେ ନିର୍ଣ୍ଣାୟକ ହୋଇପାରେ । ଚଳିତ ବିଶ୍ୱକପରେ ଶ୍ରେୟାସ ବର୍ତ୍ତମାନ ସୁଦ୍ଧା ୫୨୬ ରନ କରି ସାରିଛନ୍ତି । ସେଥିରୁ ୨ଟି ଶତକ ଓ ୩ଟି ଅର୍ଦ୍ଧଶତକ । ସେମିଫାଇନାଲ ଶ୍ରେୟାସ ୭୦ ବଲରେ ୧୦୫ରନ କରିଥିଲେ । ଏପରି ସ୍ଥିତିରେ ଶ୍ରେୟାସଙ୍କ ଉପରେ ଭାରତୀୟ ଦଳର ମଧ୍ୟଭାଗ ବ୍ୟାଟିଂ ବହୁମାତ୍ରାରେ ନିର୍ଭରଶୀଳ ବୋଲି ଗମ୍ଭୀର କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ