Masthead

ଆଇସିସି ଜାରି କଲା ନୂଆ ନିୟମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକପ୍ରିୟ ଖେଳ କ୍ରିକେଟରେ ଆସିଲା ନୂଆ ନିୟମ । ଆଜିଠାରୁ ଆଇସିସି ଜାରି କଲା ନୂତନ ନିୟମ । ସବୁ ଖେଳାଳିଙ୍କ ପାଇଁ ହେଲମେଟ ପିନ୍ଧିବା ହେଲା ବାଧ୍ୟତାମୂଳକ । କ୍ରିକେଟ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ଆଇସିସି । ଅନେକ ସମୟରୁ ଖେଳାଳି ମାନେ ବିନା ହେଟମେଟରେ ଖେଳୁଥିଲେ ଫଳରେ ଅନେକ ଦୁର୍ଘଟଣା ମଧ୍ୟ ଘଟୁଥିଲା ।ତେଣୁ ଆର୍ନ୍ତଜାତୀୟ କ୍ରିକେଟ ପରିଷଦ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି । ଆଜି ହେବାକୁ ଥିବା ଆୟରଲ୍ୟାଣ୍ଡ ଓ ଇଂଲଣ୍ଡ ଟେଷ୍ଟ ମ୍ୟାଚରେ ପ୍ରଥମ ଥର ଅନେକ ନୂତନ ନିୟମ ମଧ୍ୟ ଲାଗୁହେବ । ଥାର୍ଡ ଅମ୍ପେୟାର ଦେଉଥିବା ସିଗନାଲ ଆଉ ଦେବାକୁ ପଡିବ ନାହିଁ । ଫ୍ରି ହିଟ୍ ବଲରେ ରନ କରିବା ନିୟମରେ ମଧ୍ୟ ପରିବର୍ତ୍ତନ କରିଛି ଆଇସିସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ