Masthead

ଗୋଟିଏ ଫଟୋ ଯାହା ଦେଖି ସମସ୍ତେ କହୁଛନ୍ତି କିଏ ଜିତିବ…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଗୋଟିଏ ଫଟୋ । ଭାରତର ଅଧିନାୟକ ରୋହିତ ଶର୍ମା ଓ ଅଷ୍ଟ୍ରେଲିଆ ପ୍ୟାଟ କମିନ୍ସ ବିଶ୍ୱକପର ଫାଇନାଲ ମୁକାବଲା ପୂର୍ବରୁ ଫଟୋ ସୁଟ କରିଥିଲେ । ସେ ଫଟୋ ସୁଟ ଫଟୋ ଭାଇରାଲ ହେଉଛି । ତେବେ ତା ସହିତ ତା ପୂର୍ବ ତିନୋଟି ବିଶ୍ୱକପର ଫଟୋସୁଟ ପରର ଫଟୋ ମଧ୍ୟ ଭାଇରାଲ ହେଉଛି । ସେଥିରୁ ଯାହା ସଂକେତ ଆସୁଛି ରୋହିତ ଶର୍ମା ବିଶ୍ୱକପ ଟ୍ରଫି ଉଠାଇବେ । କାହିଁକି ଏଭଳି କହୁଛୁ ଆପଣ ଏ ଫଟୋ ଦେଖନ୍ତୁ । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କରେ କ୍ଲିକ୍ କରନ୍ତୁ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ