Masthead

କ୍ରିକେଟ୍ ବିଶ୍ୱକପ ପାଇଁ ‘ଗ୍ଲୋବାଲ ଆମ୍ବାସଡର’ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି କ୍ରିକେଟ୍ ବିଶ୍ୱକପ୍ । ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ । ଆଇସିସି ମହାନ ବ୍ୟାଟର ସଚିନ ତେନ୍ଦୁଲକରଙ୍କୁ ଦିନିକିଆ ବିଶ୍ଵକପ୍ ୨୦୨୩ ପାଇଁ ଗ୍ଲୋବାଲ ଆମ୍ବାସଡର ଭାବେ ନାମିତ କରିଛି। କ୍ରିକେଟ୍ ଇତିହାସରେ ସର୍ବାଧିକ ରନ ହାସଲକାରୀ ଖେଳାଳି ସଚିନ ଗୁରୁବାର ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦଘାଟନୀ ମ୍ୟାଚ୍‌ ପୂର୍ବରୁ ବିଶ୍ଵକପ୍ ଟ୍ରଫି ଧରି ପଡ଼ିଆକୁ ଆସିବେ ଏବଂ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ଆନୁଷ୍ଠନିକ ଘୋଷଣା କରିବେ।

ଉଦଘାଟନ ମ୍ୟାଚ୍ ପୂର୍ବରୁ ସଚିନ ତେନ୍ଦୁଲକର କହିଛନ୍ତି, ୨୦୧୧ ବିଶ୍ଵକପ୍ ଟ୍ରଫି ଜିତିବା ତାଙ୍କ ସ୍ଵପ୍ନ ସାକାର କରିଥିଲା। ୧୯୮୭ରୁ ୨୦୧୧ ବିଶ୍ଵକପ୍ ପର୍ୟ୍ୟନ୍ତ ମୋଟ୍ ୬ ଥର ଦେଶର ପ୍ରତିନିଧିତ୍ଵ କରିବା ମୋ ହୃଦୟରେ ସର୍ବଦା ଏକ ସ୍ଵତନ୍ତ୍ର ସ୍ଥାନ ରଖିଥାଏ। ମୋର ପୂରା କ୍ରିକେଟ୍ କ୍ୟାରିୟରରେ ୨୦୧୧ର ବିଶ୍ଵକପ୍ ଫାଇନାଲ୍ ସବୁଠୁ ଗୌରବଶାଳୀ କ୍ଷଣ ଥିଲା ବୋଲି ସଚିନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି