Masthead

ଆଇସିସି ମହିଳା ଟି-୨୦, ଆଜି ଭାରତ ଓ ଆୟର୍ଲାଣ୍ଡ ମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଇଆଇସି ମହିଳା ଟି ୨୦ ବିଶ୍ୱକପ ଆଜି ଭାରତ ଓ ଆୟର୍ଲାଣ୍ଡ ମଧ୍ୟରେ ମୁକାବିଲା । ସେମିରେ ସ୍ଥାନ ପକ୍କା କରିବା ନେଇ ଖେଳିବ ଟିମ୍ ଇଣ୍ଡିଆ । ପ୍ରଥମ ଦୁଇ ମ୍ୟାଚ ଜିତିବା ପରେ ତୃତୀୟ ମ୍ୟାଚରେ ଇଂଲଣ୍ଡ ଠାରୁ ପରାସ୍ତ ହୋଇଥିଲା ଭାରତ । ଆୟର୍ଲାଣ୍ଡ ବିପକ୍ଷରେ ବିଜୟ ହାସଲ କରି ସେମିରେ ପ୍ରବେଶ କରିବା ଲକ୍ଷ୍ୟ ନେଇ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ମହିଳା ଟି୨୦ ବିଶ୍ୱକପରେ ଭାରତର ଏହା ଶେଷ ଗ୍ରୁପ ମ୍ୟାଚ୍ । ଏହି ମ୍ୟାଚରେ ଭାରତକୁ ଏକ ବଡ଼ ବ୍ୟବଧାନରେ ବିଜୟ ହାସଲ କରିବାକୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ