Masthead

ପ୍ରକାଶ ପାଇଲା ICSE ଦ୍ୱାଦଶ ଓ ଦଶମ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଆଇସିଏସଇ ଦ୍ୱାଦଶ ଓ ଦଶମ ରେଜଲ୍ଟ । ଓଡ଼ିଶାର ଆଇସିଏସଇ ଦଶମରେ ପାସ୍ ହାର ରହିଛି ୯୯.୦୮ ପ୍ରତିଶତ । ୮ ହଜାର ୭୩୯ ପିଲା ପରୀକ୍ଷା ଦେଇଥିବା ବେଳେ ୯୦ ଜଣ ଫେଲ୍ ହୋଇଛନ୍ତି । ଆଇସିଏସଇ ଦଶମରେ ବାଜି ମାରିଛନ୍ତି ଝିଅ। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି । ସେହିପରି ଆଇସିଏସଇ ଦ୍ୱାଦଶରେ ପାସ୍ ହାର ରହିଛି ୯୮.୯ ପ୍ରତିଶତ । ୧ ହଜାର ୭୨୬ ଜଣ ପରୀକ୍ଷା ଦେଇଥିବା ବେଳେ ଫେଲ ହୋଇଛନ୍ତି ମାତ୍ର ୧୯ ଜଣ । ଏଥିରେ ମଧ୍ୟ ଝିଅଙ୍କ ପାସ୍ ହାର ୯୮.୯୫ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ୍ ହାର ରହିଛି ୯୮.୮୫ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ