Masthead

ପ୍ରକାଶ ପାଇଲା ଆଇସିଏସଇ, ଆଇଏସସି ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଛି ଆଇସିଏସଇ, ଆଇଏସସି ରେଜଲ୍ଟ । ଉଭୟ ଦଶମ ଓ ଦ୍ୱାଦଶ ପିଲାଙ୍କ ରେଜଲ୍ଟ ପ୍ରକାଶ ପାଇଛି । ଦଶମରେ ଓଡ଼ିଶାରୁ ଟପ୍ପର ହୋଇଛନ୍ତି ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ । ୯୯.୪ ପ୍ରତିଶତ ମାର୍କ ରଖି ଟପ୍ପର ହୋଇଛନ୍ତି । ସେହିପରି ଆଇଏସସି ଦ୍ୱାଦଶରେ ଟପ୍ପର ହୋଇଛନ୍ତି ଦିଶା ଗୋଏଲ । ସେ ରଖିଛନ୍ତି ୯୮.୨୬ପ୍ରତିଶତ ମାର୍କ । ଆସିଏସଇ ଦଶମରେ ୯ ଜଣ ପରୀକ୍ଷାର୍ଥୀ ୯୯.୮% ମାର୍କ ରଖି ଟପ୍ପର ହୋଇଛନ୍ତି । ସେହିପରି ଆଇଏସସି ଦ୍ୱାଦଶରେ ୫ ପରୀକ୍ଷାର୍ଥୀ ୯୯.୭୫ ପ୍ରତିଶତ ମାର୍କ ରଖିଛନ୍ତି । ଛାତ୍ରଛାତ୍ରୀମାନେ cisce.org ଓ results.cisce.org ସାଇଟରେ ରେଜଲ୍ଟ ଦେଖିପାରିବେ । ଡିଜିଲକର ଓ ଏସଏମଏସ ଜରିଆରେ ମଧ୍ୟ ରେଜଲ୍ଟ ଜାଣି ହେବ । ଏ ବର୍ଷ ପ୍ରାୟ ୨ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଥିଲେ। ଆଇସିଏସଇ ଦଶମରେ ପାସ୍ ହାର ୯୮.୯୪% ରହିଛି। ସେହିପରି ଆଇଏସସି ଦ୍ୱାଦଶରେ ପାସ୍ ହାର ୯୬.୯୩% ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର