Masthead

ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନଙ୍କ ଚିଠି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ଚିଠି । ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି । ଲୋକସଭା ସହ ଓଡ଼ିଶା ବିଧାନସଭା ନିର୍ବାଚନ ।ଆନ୍ଧ୍ର, ଅରୁଣାଚଳ ପ୍ରଦେଶ, ସିକ୍କିମ୍ରେ ବି ବିଧାନସଭା ନିର୍ବାଚନ ହେବ । ଏନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ଇଲେକ୍ସନ୍ କମିଶନ୍ ।୧୬ ଜୁନରେ ସରିବ କେନ୍ଦ୍ର ସରକାରଙ୍କ କାର୍ଯ୍ୟକାଳ ।୨୪ ଜୁନରେ ସରିବ ଓଡ଼ିଶା ବିଧାନସଭା କାର୍ଯ୍ୟକାଳ । ଏହା ପୂର୍ବରୁ ସରିବ ନିର୍ବାଚନର ସମସ୍ତ ପ୍ରକ୍ରିୟା । ନିର୍ବାଚନ ପାଇଁ ଅଫିସରଙ୍କ ବଦଳି ନେଇ ଚିଠି ଯୋଗେ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ କମିଶନ୍ । ନିଜ ଜିଲ୍ଲାରେ କେହି ରହିପାରିବେନି ଜିଲ୍ଲାପାଳ । ୩ ବର୍ଷରୁ ଅଧିକ ରହିଥିଲେ ହେବ ବଦଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି