Masthead

ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର । କୋଇଡ଼ାରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ । ସୁନ୍ଦରଗଡ଼ କେ.ବଲାଙ୍ଗ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ । ଏଥିରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ସିଆରପିଏଫ୍ ଯବାନଙ୍କୁ ଏଆରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି ।

ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଓ ରାଉରକେଲା ଏସପି ପହଞ୍ଚିଛନ୍ତି । ବିସ୍ଫୋରକ ସାମଗ୍ରୀ ଲୁଟ୍‌ ହେବା ପରଠାରୁ ଲଗାତର ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଏପର୍ୟ୍ୟନ୍ତ ସମସ୍ତ ଲୁଟ୍ ସାମଗ୍ରୀକୁ ଉଦ୍ଧାର କରାଯାଇପାରିନାହିଁ । ଏହାରି ଭିତରେ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା