Masthead

ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର । କୋଇଡ଼ାରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ । ସୁନ୍ଦରଗଡ଼ କେ.ବଲାଙ୍ଗ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ । ଏଥିରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ସିଆରପିଏଫ୍ ଯବାନଙ୍କୁ ଏଆରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି ।

ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଓ ରାଉରକେଲା ଏସପି ପହଞ୍ଚିଛନ୍ତି । ବିସ୍ଫୋରକ ସାମଗ୍ରୀ ଲୁଟ୍‌ ହେବା ପରଠାରୁ ଲଗାତର ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଏପର୍ୟ୍ୟନ୍ତ ସମସ୍ତ ଲୁଟ୍ ସାମଗ୍ରୀକୁ ଉଦ୍ଧାର କରାଯାଇପାରିନାହିଁ । ଏହାରି ଭିତରେ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା