Masthead

‘ଅଭିଯୋଗରେ ସତ୍ୟତା ଥିଲେ ଗିରଫ କରାଯିବ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏବେ ବି ଜାରି ରହିଛି ରେସଲରଙ୍କ ଆନେ୍ଦାଳନ । ବୁଝାସୁଝା ପରେ ମେଡାଲ ଭସାଇଲେ ନାହିଁ କୁସ୍ତି ଯୋଦ୍ଧା । ହରିଦ୍ବାରରେ ପହଞ୍ଚି ଗଙ୍ଗାରେ ମେଡାଲ ଭସାଇବାକୁ ପ୍ରସ୍ତୁତି ହେଉଥିବା ବେଳେ ଅଟକାଇଥିଲେ ଚାଷୀ ନେତା ନରେଶ ଟିକାୟତ । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ବ୍ରିଜଭୂଷଣ । ସେ କହିଛନ୍ତି ଦିଲ୍ଲୀ ପୋଲିସ ଦ୍ୱାରା ଏହି ଘଟଣାର ତଦନ୍ତ କରାଯାଉଛି।

ଯଦି ଅଭିଯୋଗରେ କୌଣସି ସତ୍ୟତା ଅଛି, ତେବେ ଗିରଫ କରାଯିବ। ଅନ୍ୟପଟେ କୁସ୍ତିଯୋଦ୍ଧାମାନେ ସେମାନଙ୍କର ଦାବି ଗ୍ରହଣ କରିବାକୁ ୫ ଦିନ ସମୟ ଦେଇଛନ୍ତି। ୫ ଦିନ ମଧ୍ୟରେ ତାଙ୍କୁ ଗିରଫ କରା ନ ଗଲେ ସେମାନେ ପୁଣି ହରିଦ୍ୱାର ଯାଇ ମେଡାଲ ବିସର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ