Masthead

ଦୋଷୀ ସାବ୍ୟସ୍ତ ହେଲେ ଫାସୀ ଖୁଣ୍ଟରେ ଝୁଲିବି

କୋଲକାତା(ବଡ଼ ଖବର ବ୍ୟୁରୋ): ମନି ଲଣ୍ଡରିଂ ମାମଲାରେ ଆଜି ହୀରାଖଣ୍ଡ ସାଂସଦ ଅଭିଷେକ ବାର୍ନାଜୀଙ୍କୁ ଇଡି ପଚରାଉଚରା କରିବ । ଏଥିପାଇଁ ସାଂସଦ ଦିଲ୍ଲୀରେ ପହଞ୍ଚିଥିବାର ସୂଚନା ମିଳିଛି । ତେବେ ଇଡିର ସମସ୍ତ ପ୍ରଶ୍ନକୁ ସମ୍ମୁଖୀନ କରିବା ପାଇଁ ମୁଁ ପ୍ରସ୍ତୁତ ଅଛି ।

ଯଦି କୌଣସି ବେଆଇନ କାରବାରରେ ସାମିଲ ଥିବାର ପ୍ରମାଣିତ ହୁଏ, ତାହାଲେ ମୁଁ ନିଜକୁ ଫାସି ଖୁଣ୍ଟରେ ଝୁଲାଇବି ବୋଲି ଦିଲ୍ଲି ଯିବା ପୂର୍ବରୁ ଅଭିଷେକ ବାର୍ନାଜୀ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି । ଅପରପକ୍ଷରେ ଅଭିଷେକଙ୍କୁ ଇଡି କେଉଁ ସମୟରେ ପଚରାଉଚରା କରିବ ସେନେଇ କୌଣସି ସୂଚନା ମିଳି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା