Masthead

ଦୋଷୀ ସାବ୍ୟସ୍ତ ହେଲେ ଫାସୀ ଖୁଣ୍ଟରେ ଝୁଲିବି

କୋଲକାତା(ବଡ଼ ଖବର ବ୍ୟୁରୋ): ମନି ଲଣ୍ଡରିଂ ମାମଲାରେ ଆଜି ହୀରାଖଣ୍ଡ ସାଂସଦ ଅଭିଷେକ ବାର୍ନାଜୀଙ୍କୁ ଇଡି ପଚରାଉଚରା କରିବ । ଏଥିପାଇଁ ସାଂସଦ ଦିଲ୍ଲୀରେ ପହଞ୍ଚିଥିବାର ସୂଚନା ମିଳିଛି । ତେବେ ଇଡିର ସମସ୍ତ ପ୍ରଶ୍ନକୁ ସମ୍ମୁଖୀନ କରିବା ପାଇଁ ମୁଁ ପ୍ରସ୍ତୁତ ଅଛି ।

ଯଦି କୌଣସି ବେଆଇନ କାରବାରରେ ସାମିଲ ଥିବାର ପ୍ରମାଣିତ ହୁଏ, ତାହାଲେ ମୁଁ ନିଜକୁ ଫାସି ଖୁଣ୍ଟରେ ଝୁଲାଇବି ବୋଲି ଦିଲ୍ଲି ଯିବା ପୂର୍ବରୁ ଅଭିଷେକ ବାର୍ନାଜୀ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି । ଅପରପକ୍ଷରେ ଅଭିଷେକଙ୍କୁ ଇଡି କେଉଁ ସମୟରେ ପଚରାଉଚରା କରିବ ସେନେଇ କୌଣସି ସୂଚନା ମିଳି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା