Masthead

ଯଦି କହିବାର ସୁଯୋଗ ଦିଆଯାଏ, ତେବେ ଗୃହରେ ମତ ରଖିବି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀ କ୍ଷମା ମାଗିବା ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାହୁଲ ଗାନ୍ଧୀ । ସେ କହିଛନ୍ତି, ଯଦି ତାଙ୍କୁ ଗୃହରେ କହିବାର ସୁଯୋଗ ଦିଆଯାଏ, ତେବେ ସେ ତାଙ୍କ ମତାମତ ରଖିବେ । ଆଜି ସଂସଦର ବଜେଟ ଅଧିବେଶନରେ ଭାଗ ନେଇଛନ୍ତି ରାହୁଲ । ଲଣ୍ଡନରେ ସଂସଦ ଉପରେ ଦେଇଥିବା ବିବୃତି ପାଇଁ କ୍ଷମା ମାଗନ୍ତୁ ବୋଲି କୁହାଯାଇଛି । ରାହୁଲ ବ୍ରିଟେନର କେମ୍ବ୍ରିଜ୍‌ ୟୁନିଭର୍ସିଟିରେ ଭାରତୀୟ ଗଣତନ୍ତ୍ର ଉପରେ ମନ୍ତବ୍ୟ ଦେଇଥିଲେ।

ଲୋକସଭାରେ ବିରୋଧୀଙ୍କ ସ୍ୱରକୁ ଦମନ କରାଯାଉଥିବା ଅଭିଯୋଗ କରି ଲଣ୍ଡନରେ କହିଥିଲେ ଯେ, ବିରୋଧୀ ଦଳର ନେତାଙ୍କ ମାଇକ ବନ୍ଦ କରି ଦିଆଯାଉଛି। ରାହୁଲଙ୍କ ବିବୃତ୍ତିକୁ ରାଜ୍ୟସଭା ଉପାଧ୍ୟକ୍ଷ ତଥା ଲୋକସଭା ବାଚସ୍ପତି ସମାଲୋଚନା କରିଛନ୍ତି । ସୋମବାର ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାର ସଂସଦର ଉଭୟ ଗୃହରେ କଂଗ୍ରେସ ବିରୋଧରେ ହଙ୍ଗାମା କରୁଥିବା ଦେଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ