Masthead

ଯଦି କହିବାର ସୁଯୋଗ ଦିଆଯାଏ, ତେବେ ଗୃହରେ ମତ ରଖିବି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀ କ୍ଷମା ମାଗିବା ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାହୁଲ ଗାନ୍ଧୀ । ସେ କହିଛନ୍ତି, ଯଦି ତାଙ୍କୁ ଗୃହରେ କହିବାର ସୁଯୋଗ ଦିଆଯାଏ, ତେବେ ସେ ତାଙ୍କ ମତାମତ ରଖିବେ । ଆଜି ସଂସଦର ବଜେଟ ଅଧିବେଶନରେ ଭାଗ ନେଇଛନ୍ତି ରାହୁଲ । ଲଣ୍ଡନରେ ସଂସଦ ଉପରେ ଦେଇଥିବା ବିବୃତି ପାଇଁ କ୍ଷମା ମାଗନ୍ତୁ ବୋଲି କୁହାଯାଇଛି । ରାହୁଲ ବ୍ରିଟେନର କେମ୍ବ୍ରିଜ୍‌ ୟୁନିଭର୍ସିଟିରେ ଭାରତୀୟ ଗଣତନ୍ତ୍ର ଉପରେ ମନ୍ତବ୍ୟ ଦେଇଥିଲେ।

ଲୋକସଭାରେ ବିରୋଧୀଙ୍କ ସ୍ୱରକୁ ଦମନ କରାଯାଉଥିବା ଅଭିଯୋଗ କରି ଲଣ୍ଡନରେ କହିଥିଲେ ଯେ, ବିରୋଧୀ ଦଳର ନେତାଙ୍କ ମାଇକ ବନ୍ଦ କରି ଦିଆଯାଉଛି। ରାହୁଲଙ୍କ ବିବୃତ୍ତିକୁ ରାଜ୍ୟସଭା ଉପାଧ୍ୟକ୍ଷ ତଥା ଲୋକସଭା ବାଚସ୍ପତି ସମାଲୋଚନା କରିଛନ୍ତି । ସୋମବାର ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାର ସଂସଦର ଉଭୟ ଗୃହରେ କଂଗ୍ରେସ ବିରୋଧରେ ହଙ୍ଗାମା କରୁଥିବା ଦେଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ