Masthead

ନେତୃତ୍ୱରେ ଥିଲେ ବିଜେପି ବିରୋଧରେ ଛୋଟ ଦଳ ଏକଜୁଟ କରିଥାନ୍ତି: ଶଶି ଥରୁର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନରେ ବିଜେପିକୁ ପରାସ୍ତ କରିବାକୁ ବିରୋଧୀ ଦଳ ଏକଜୁଟ ହୋଇଛନ୍ତି । ଏହାରି ଭିତରେ କଂଗ୍ରେସ ନେତା ତଥା ଲୋକସଭା ଏମପି ଶଶି ଥରୁର ବିରୋଧୀ ଏକତା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି । ସମ୍ପ୍ରତି ବିରୋଧୀ ଏକତାର ଲହରକୁ ସ୍ୱାଗତ କରି ଥରୁର କହିଛନ୍ତି କଂଗ୍ରେସ ପ୍ରକୃତରେ ସେହି ଆଧାର ହେବ ଯେଉଁଥିରେ ଅନ୍ୟ ଦଳମାନେ ଏକାଠି ହେବେ। କିନ୍ତୁ ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି, ଯଦି ସେ ଦଳର ନେତୃତ୍ୱରେ ଥାଆନ୍ତି, ତେବେ ସେ ଏହା ବିଷୟରେ ଆଲୋଚନା ନ କରି ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ବିରୋଧରେ ଛୋଟ ଦଳଙ୍କୁ ଏକଜୁଟ କରିବାକୁ ଉତ୍ସାହିତ କରିଥାନ୍ତେ। ସୂଚନା ଅନୁସାରେ, କଂଗ୍ରେସର ଜାତୀୟ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନରେ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ଥରୁର ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର