Masthead

ଯଦି ଦଳର ନେତାମାନେ ଚାପ ପକାନ୍ତି,  ତାହାଲେ ଅଧ୍ୟକ୍ଷ ହେବା ଚିନ୍ତା କରିବି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୋନିଆ ଗାନ୍ଧୀ ଆସନ୍ତା ବର୍ଷ ସେପ୍ଟେମ୍ବର ପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ ହୋଇ ରହିବେ । ସେପ୍ଟେମ୍ବର ପରେ ଯାଇ ଦଳର ନୂଆ ଅଧ୍ୟକ୍ଷ ବଛାଯିବ ବୋଲି ସୂଚନା ମିଳିଛି । ଏହା ମଧ୍ୟରେ ରାହୁଲ ଗାନ୍ଧୀ ବଡ଼ ବୟାନ ଦେଇଛନ୍ତି ।

ତେବେ ଯଦି ଦଳର ନେତାମାନେ ଚାପ ପକାନ୍ତି,  ତାହାଲେ କଂଗ୍ରେସ ଦଳର ଅଧ୍ୟକ୍ଷ ହେବା ଚିନ୍ତା କରିବି ବୋଲି ରାହୁଲ ଗାନ୍ଧୀ କହିଛନ୍ତି । ଏନେଇ ପଞ୍ଜାବ,ରାଜସ୍ଥାନ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଏ.କେ ଆଣ୍ଟୋନି ଭଳି ବରିଷ୍ଠ ନେତାମାନେ ରାହୁଲଙ୍କୁ ଅଧ୍ୟକ୍ଷ କରିବା ପାଇଁ ଦାବି କରିଆସୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି