Masthead

ଅଭିଯୋଗ ପ୍ରମାଣିତ ହେଲେ ଫାଶୀରେ ଝୁଲିବି : ବ୍ରିଜଭୂଷଣ ସିଂ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଜନ୍ତରମନ୍ତରରେ ଜାରି ରହିଛି କୁସ୍ତି ଯୋଦ୍ଧାଙ୍କ ଧାରଣା । ଯୌନ ନିର୍ଯାତନା ଅଭିଯୋଗରେ ଭାରତୀୟ କୁସ୍ତି ମହାସଂଘର ମୁଖ୍ୟ ବ୍ରିଜଭୂଷଣ ସିଂଙ୍କ ବିରୋଧରେ ଖେଳାଳିମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଏହାରି ଭିତରେ ଆସିଛି ବ୍ରିଜଭୂଷଣ ଶରଣ ସିଂଙ୍କ ଏକ ବଡ ବୟାନ । ଅଭିଯୋଗ ପ୍ରମାଣିତ ହେଲେ ଫାଶୀରେ ଝୁଲିବି ବୋଲି କହିଛନ୍ତି କୁସ୍ତି ମହାସଂଘର ମୁଖ୍ୟ ବ୍ରିଜଭୂଷଣ ସିଂ । ସେ କହିଛନ୍ତି ଯଦି ତାଙ୍କ ବିରୋଧରେ ଆସିଥିବା ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୁଏ ତେବେ ସେ ଫାଶୀରେ ଝୁଲି ପଡିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ