Masthead

ମନ୍ତ୍ରୀ ଯାଇଥିଲେ ବିଜେପି ଛିଞ୍ଚିଥା’ନ୍ତା ଗୋବରପାଣି

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମକୁ ଗଲେନି ଗୃହ ରାଷ୍ଟ୍ରମନ୍ତ୍ରୀ । ଦିବ୍ୟଶଙ୍କରଙ୍କୁ ମନା କରିଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀଙ୍କ ବାରିପଦା ଯିବା ସ୍ଥିର ହୋଇଥିଲା । କିନ୍ତୁ ମମିତଙ୍କା ପ୍ରସଙ୍ଗ ପରେ ବଦଳିଲା ନିଷ୍ପତ୍ତି । ତାଲିକାରୁ ବାଦ ପଡ଼ିଲା ଦିବ୍ୟଶଙ୍କରଙ୍କ ନାଁ । ବିଜେପି ପକ୍ଷରୁ ଦିଆଯାଇଥିଲା ଚେତାବନୀ । ମନ୍ତ୍ରୀ ଯାଇଥିଲେ ଛିଞ୍ଚିଥା’ନ୍ତା ଗୋବରପାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ