Masthead

ମନ୍ତ୍ରୀ ଯାଇଥିଲେ ବିଜେପି ଛିଞ୍ଚିଥା’ନ୍ତା ଗୋବରପାଣି

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମକୁ ଗଲେନି ଗୃହ ରାଷ୍ଟ୍ରମନ୍ତ୍ରୀ । ଦିବ୍ୟଶଙ୍କରଙ୍କୁ ମନା କରିଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀଙ୍କ ବାରିପଦା ଯିବା ସ୍ଥିର ହୋଇଥିଲା । କିନ୍ତୁ ମମିତଙ୍କା ପ୍ରସଙ୍ଗ ପରେ ବଦଳିଲା ନିଷ୍ପତ୍ତି । ତାଲିକାରୁ ବାଦ ପଡ଼ିଲା ଦିବ୍ୟଶଙ୍କରଙ୍କ ନାଁ । ବିଜେପି ପକ୍ଷରୁ ଦିଆଯାଇଥିଲା ଚେତାବନୀ । ମନ୍ତ୍ରୀ ଯାଇଥିଲେ ଛିଞ୍ଚିଥା’ନ୍ତା ଗୋବରପାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା