Masthead

ଜନତା ସାଥୀରେ ରହିଲେ ଦୃଢ ରାଜସ୍ଥାନ ବନେଇବୁ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ରାଜସ୍ଥାନରେ ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ସହିତ କଂଗ୍ରେସ ହାଇକମାଣ୍ଡ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ୨ ମାସ ଧରି ଲଗାତାର ଲାଗିରହିଥିବା ବିବାଦକୁ ଠିକ କରି ଦେଇଛନ୍ତି । ପାର୍ଟି ନେତୃତ୍ୱ ଏବେ ଏହା ଦେଖାଇବାକୁ ଚେଷ୍ଟା କରୁଛନ୍ତିକି ରାଜସ୍ଥାନ କଂଗ୍ରେସରେ ସବୁକିଛି ଠିକ ଅଛି ଏହାରି ମଧ୍ୟରେ ସଚିନ ପାଇଲଟଙ୍କର ଏକ ଟୁଇଟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସଚିନ ପାଇଲଟ ନିଜ ଟୁଇଟର ପେଜରେ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ସେ ରାଜ୍ୟର ଜନତାଙ୍କ ସହିତ ନଜର ଆସିଛନ୍ତି । ସେ ଭିଡିଓକୁ କ୍ୟାପ୍ସନ ଦେଇଛନ୍ତି ‘ମନରେ ଇଚ୍ଛା ଅଛି, ହୃଦୟରେ ବିଶ୍ୱାସ ଅଛି , ଦୃଢ ରାଜସ୍ଥାନ ବନେଇବୁ, ଯେତେବେଳେ ଲୋକ ସାଥିରେ ଅଛନ୍ତି । ଭିଡିଓ ର ପ୍ରତ୍ୟକ ସ୍ଲାଇଡରେ ସଚିନ ପାଇଲଟ ନଜର ଆସୁଛନ୍ତି , ସେଠାରେ କଂଗ୍ରେସର ନା କୌଣଷି ଅନ୍ୟ ନେତା ନା ପାର୍ଟିର ନିର୍ବାଚନ ଚିହ୍ନ ନଜର ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର