Masthead

ସରକାର, ହାଇକୋର୍ଟ ଚାହିଁଲେ ହେବ ବେଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ଓ ହାଇକୋର୍ଟ ଚାହିଁଲେ ହେବ ସ୍ଥାୟୀ ବେଞ୍ଚ । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ପ୍ରତିକି୍ରୟା ରଖି ଏଭଳି କହିଛନ୍ତି କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ । ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଆଇନ୍ ମନ୍ତ୍ରୀ ନିଜ ପ୍ରତିକ୍ରିୟା ରଖି କହିଛନ୍ତି, ଆମେ ସବୁ ପରିସ୍ଥିତିରେ ସହଯୋଗ କରିବାକୁ ପ୍ରସ୍ତୁତ ଅଛୁ । କେନ୍ଦ୍ର ସରକାର କେବଳ ଅନୁମୋଦନ ଦେବେ । ହେଲେ ଏହାର ଭିତ୍ତିଭୂମୀ ଦାୟିତ୍ୱ ରାଜ୍ୟ ସରକାରଙ୍କର । ଏ ବିଷୟରେ ପୂର୍ବରୁ ଚିଠି ଲେଖି ଅବଗତ କରାଯାଇଥିବା କହିଛନ୍ତି କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ