Masthead

ସରକାର, ହାଇକୋର୍ଟ ଚାହିଁଲେ ହେବ ବେଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ଓ ହାଇକୋର୍ଟ ଚାହିଁଲେ ହେବ ସ୍ଥାୟୀ ବେଞ୍ଚ । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ପ୍ରତିକି୍ରୟା ରଖି ଏଭଳି କହିଛନ୍ତି କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ । ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଆଇନ୍ ମନ୍ତ୍ରୀ ନିଜ ପ୍ରତିକ୍ରିୟା ରଖି କହିଛନ୍ତି, ଆମେ ସବୁ ପରିସ୍ଥିତିରେ ସହଯୋଗ କରିବାକୁ ପ୍ରସ୍ତୁତ ଅଛୁ । କେନ୍ଦ୍ର ସରକାର କେବଳ ଅନୁମୋଦନ ଦେବେ । ହେଲେ ଏହାର ଭିତ୍ତିଭୂମୀ ଦାୟିତ୍ୱ ରାଜ୍ୟ ସରକାରଙ୍କର । ଏ ବିଷୟରେ ପୂର୍ବରୁ ଚିଠି ଲେଖି ଅବଗତ କରାଯାଇଥିବା କହିଛନ୍ତି କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା