Masthead

ଦଶମରେ ଗଣିତ ନଥିଲେ ଯୁକ୍ତ୨ରେ ବିଜ୍ଞାନ, ବଣିଜ୍ୟ ପଢିପାରିବେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦଶମରେ ଗଣିତ ନଥିଲେ ମଧ୍ୟ ଯୁକ୍ତ୨ରେ ବିଜ୍ଞାନ ଓ ବଣିଜ୍ୟ ବିଭାଗରେ ପାଠ ପଢିପାରିବେ । ଏଣିକି କୌଣସି ପ୍ରକାର ଅସୁବିଧା ନାହିଁ। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର ଛାତ୍ରଛାତ୍ରୀଙ୍କୁ ପଢ଼ିବାକୁ ସୁଯୋଗ ମିଳିବ। ଯେଉଁ ଛାତ୍ରଛାତ୍ରୀ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ବେଳେ ବଞ୍ଚିତ ହୋଇଛନ୍ତି ସେମାନଙ୍କୁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକାରେ ସୁଯୋଗ ମିଳିବ।

ତେବେ ଯେଉଁ ଛାତ୍ରଛାତ୍ରୀ ଦଶମ ଶ୍ରେଣୀରେ ଗଣିତରେ ଫେଲ୍‌ ହୋଇଥିବେ ସେମାନେ ଏଭଳି ସୁଯୋଗରୁ ବଞ୍ଚିତ ହେବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ବିଶେଷଜ୍ଞ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜାରି ହୋଇଥିବା ବିଜ୍ଞପ୍ତିରେ ସଂଶୋଧନ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ପୁଣିଥରେ ବିଜ୍ଞପ୍ତି ପ୍ରକାଶ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ