Masthead

କରୋନାରୁ ସୁସ୍ଥ ହୋଇଥିଲେ ଦ୍ବିତୀୟ ଡୋଜ୍ ଦରକାର ନାହିଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : କରୋନାରୁ ସୁସ୍ଥ ହୋଇଥିଲେ ଟିକାର ଦ୍ବିତୀୟ ଡୋଜ୍ ଆଉ ଦରକାର ନାହିଁ। କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହେବାପରେ ସେମାନଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଯାଉଥିବାରୁ ସେମାନଙ୍କୁ ସୁରକ୍ଷା ଦେବାପାଇଁ ଗୋଟିଏ ଡୋଜ୍ କୋଭିସିଲ୍ଡ ଟିକା ହିଁ ଯଥେଷ୍ଟ।

ଆସାମ ମେଡିକାଲ କଲେଜ୍ (ଏଏମ୍ସି) ଦିବ୍ରୁଗଡ଼ ଏବଂ ଉତ୍ତରପୂର୍ବ ଆଇସିଏମଆର୍ ବିଶେଷଜ୍ଞମାନଙ୍କ ଦ୍ବାରା ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ୧୮ରୁ ୭୫ ବର୍ଷ ବୟସ ମଧ୍ୟରେ ଉଭୟ ମହିଳା ଏବଂ ପୁରୁଷ ଏହି ଅଧ୍ୟୟନରେ ସାମିଲ ଥିଲେ। ଫଳାଫଳରୁ ଏହା ଜଣାପଡ଼ିଛି ଯେ, ପଜିଟିଭ୍ ମାମଲା ଗୁଡ଼ିକରେ ପ୍ରଥମ ଡୋଜ୍ ତୁଳନାରେ ଦ୍ବିତୀୟ ଡୋଜ୍ ଟିକା ଅଧିକ ଏଣ୍ଟିବଡି ବୃଦ୍ଧି କରୁନି। ଜଣାଯାଇଛି ଯେ, କରୋନାରୁ ସୁସ୍ଥ ହୋଇ କେବଳ ପ୍ରଥମ ଡୋଜ୍ ଟିକା ନେଇଥିବା ଅଂଶଗ୍ରହଣକାରୀଙ୍କଠାରେ ଅଧିକ ଏଣ୍ଟିବଡି ଥିବାବେଳେ ଦ୍ବିତୀୟ ଡୋଜ୍ ନେଇଥିବା ଅଂଶଗ୍ରହଣକାରୀଙ୍କ ଠାରେ କମ୍ ଏଣ୍ଟିବଡି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ