Masthead

ଟିକା ନେବାକୁ ମନା କଲେ ବ୍ଲକ ହେବ ସିମ କାର୍ଡ଼

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିକା କୁ ନେଇ ଆସିଛି ଏକ ରୋମାଞ୍ଚକର ତଥ୍ୟ । ଯଦି ଟିକା ନେଉ ନାହାନ୍ତି ତେବେ ସିମ କାର୍ଡ଼ ବ୍ଲକ କରାଯିବ । ଏହି ନୂଆ ଉପାୟ ବାହାର କରିଛନ୍ତି ପାକିସ୍ତାନ ପଞ୍ଜାବର ପ୍ରାଦେଶିକ ସରକାର। ରିପୋର୍ଟ ମୁତାବକ ଯେଉଁ ବ୍ୟକ୍ତି ଟିକା ନେବାକୁ ମନା କରିବେ ସେମାନଙ୍କ ସିମ୍ କାର୍ଡକୁ ବ୍ଲକ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସୂଚନା ଅନୁଯାୟୀ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ୟସ୍ମିନ୍ ରସିଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଟିକା ଦ୍ୱନ୍ଦ୍ୱର ମୁକାବିଲା ଲାଗି ଏହି ଅଭିନବ ଉପାୟ ବାହାର କରିଛନ୍ତି ସରକାର। ଟିକାକରଣ ଯୋଗୁ ଏଠାରେ କରୋନା ମାମଲା ଯଥେଷ୍ଟ ହ୍ରାସ ଘଟିଥିବା ସେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ