Masthead

ଅଫଲାଇନ୍ ଶିକ୍ଷାରୁ ବଞ୍ଚିତ ଆଇଆଇଏମସି ଛାତ୍ରଛାତ୍ରୀ

ଢେଙ୍କାନାଳ (ବଡ଼ ଖବର): ସାରା ଦେଶରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଯଦିଓ କରୋନାର ଭୟ ଏଯାଏଁ ଯାଇ ନାହିଁ ତଥାପି କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେଧିରେ କମିବା ପରେ ସମସ୍ତ ଶିକ୍ଷାନୁଷ୍ଠାନମାନ ଖୋଲିଛି । ଏହାମଧ୍ୟରେ ଅନଲାଇନ କ୍ଲାସ ବଦଳରେ ଅଫଲାଇନ କ୍ଲାସ ମଧ୍ୟ ଆରମ୍ଭ ହୋଇଛି ।

ଅନ୍ୟପଟେ ଓଡ଼ିଶାର ଅନେକ ଆଞ୍ଚଳିକ ଏବଂ ଜାତୀୟ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିସାରିଛି । କିନ୍ତୁ ଆଇଆଇଏମ୍ସି ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନରୁ ସିଧାସଳଖ ଶ୍ରେଣୀଗୃହ ଶିକ୍ଷା ଗ୍ରହଣ କରିବାରୁ ବଞ୍ଚିତ ହେଉଛନ୍ତି । ଏହାର ସମାଧାନ ଦିଗରେ କିଛି ପଦକ୍ଷେପ ଗ୍ରହଣ କରୁନାହାନ୍ତି କି, ଏ ସଂକ୍ରାନ୍ତରେ କିଛି ବି ଆଲୋଚନା କରୁ ନାହାନ୍ତି ।

ତେଣୁ ଛାତ୍ରଛାତ୍ରୀମାନେ ବାଧ୍ୟ ହୋଇ ଶ୍ରେଣୀ ବର୍ଜନ କରିବା ନିଷ୍ପତ୍ତି ନେଇଛନ୍ତି । ୨୦୨୦-୨୧ ଓଡ଼ିଆ ସାମ୍ବ।।ଦିକତା ବିଭାଗର ଛାତ୍ରଛାତ୍ରୀଙ୍କ ଆବେଦନକୁ ଅଣଦେଖା କରାଯାଉଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୨୪ ଘଣ୍ଟା ବିତିଯାଇଛି ତଥାପି କୌଣସି ପ୍ରତିଉତ୍ତର ମିଳିପାରି ନାହିଁ । ଯେପର୍ଯ୍ୟନ୍ତ ଏହାର ସମାଧାନ ହୋଇନାହିଁ ସେ ପର୍ଯ୍ୟନ୍ତ ଆମେ କୌଣସି କ୍ଲାସରେ ଯୋଗ ଦେବୁ ନାହିଁ ବୋଲି ଛାତ୍ରଛାତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ