Masthead

ଆଇଆଇଏମସିରେ ପଶିଲା ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଆଇଏମସିରେ ପଶିଲା ପୋଲିସ । କରୋନା ପାଇଁ ଆଇଆଇଏମସି ଢେଙ୍କାନାଳରେ ଅଫ ଲାଇନ କ୍ଲାସ ହୋଇପାରୁନଥିଲା ।

ଛାତ୍ରଛାତ୍ରୀମାନେ ଦାବି କରିବାରୁ ଅଫ ଲାଇନ୍ କ୍ଲାସ ଆରମ୍ଭ ହୋଇଥିଲା, କିନ୍ତୁ ରାଜ୍ୟର ସବୁ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ଦେଖାଇ କେନ୍ଦ୍ର ସରକାରଙ୍କ ଏହି ପୋଷ୍ଟ ଗ୍ରାଜୁଏସନ ଶିକ୍ଷାନୁଷ୍ଠାନରେ ପୁଣି ଅଫ ଲାଇନ୍ କ୍ଲାସକୁ ବନ୍ଦ କରାଯାଇଛି । ଯାହାର ପ୍ରତିବାଦ କରିଥିଲେ ଛାତ୍ରଛାତ୍ରୀ । ହେଲେ କ୍ୟାମ୍ପସରୁ ପୋଲିସ ଛାତ୍ରଛାତ୍ରୀଙ୍କୁ ବିଦା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ