Masthead

ଏଣିକି IIT-JEE ପାଇଁ ଦରକାର ପଡିବ ନାହିଁ ଦ୍ୱାଦଶ ଶ୍ରେଣୀରେ ୭୫ ପ୍ରତିଶତ ମାର୍କ

ନୂଆଦିଲ୍ଲୀ(ବଡ ଖବର): ଛାତ୍ରଛାତ୍ରୀମାନଙ୍କ ପାଇଁ ଆସିଲା ଖୁସି ଖବର । ଶିକ୍ଷା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି । ଏଣିକି IIT-JEEରେ ସାମିଲ ହେବାକୁ ଆଉ ଦରକାର ପଡିବ ନାହିଁ ଦ୍ୱାଦଶ ଶ୍ରେଣୀରେ ୭୫ ପ୍ରତିଶତ ମାର୍କ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖ୍ରୀଆଲ ନିଶାଙ୍କଙ୍କ ନିଷ୍ପତ୍ତି NIT,IIT,SFA ଏବଂ ଅନ୍ୟାନ୍ୟ CFTI ଆର୍ଡମିଶନର ମାନଦଣ୍ଡକୁ କୋହଳ କରାଯାଇଛି । ଶିକ୍ଷାମନ୍ତ୍ରୀ ତାଙ୍କ ଟ୍ୱିଟର ମାଧ୍ୟମରେ କହିଛନ୍ତି IIT-JEE ପାଇଁ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ସର୍ବନିମ୍ନ ୭୫ ପ୍ରତିଶତ ମାର୍କ ରଖିବାକୁ ପଡିବ ନାହିଁ । ଏହାପୂର୍ବରୁ ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀରେ ୭୫ ପ୍ରତିଶତ ମାର୍କ ରଖୁଥିଲେ ଯାଇଁ ସେମାନେ NIT,IIIT CFTI ଏବଂ BE/B.TECH/A.RCH/B- ପାଠ୍ୟକ୍ରମରେ ଆଡମିସନ କରିବାକୁ ଯୋଗ୍ୟ ବିବେଚିତ ହେଉଥିଲେ।

 

ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଏଥର ଦ୍ୱାଦଶ ବୋର୍ଡ ପରୀକ୍ଷାରେ ୭୫ ପ୍ରତିଶତ ମାର୍କର ମାନଦଣ୍ଡକୁ କୋହଳ କରାଯାଇଛି । ଏଣିକି ୭୫ ପ୍ରତିଶତ ମାର୍କର ମାନଦଣ୍ଡ ଆଧାରରେ ଛାତ୍ରଛାତ୍ରୀମାନଙ୍କୁ ବିବେଚନା କରାନଯାଇ ସର୍ବାଧିକ ମାର୍କ ଆଧାରରେ ଯୋଗ୍ୟ ବିବେଚିତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି