Masthead

ଜବତ ହେଲା ବେଆଇନ ବାଣ

କଟକ (ବଡ଼ ଖବର ବ୍ୟୁରୋ): କଟକରୁ ପୁଣି ଜବତ ହେଲା ଲକ୍ଷାଧିକ ଟଙ୍କା ବେଆଇନ ବାଣ । କଟକ ରୁ ପୁଣି ଜବତ ହେଲା ବେଆଇନ ବାଣ । ସ୍ଥାନୀୟ ଗୋପାଳ ସାହିରେ ଚଢ଼ାଉ କରି ବିଡ଼ାନାସୀ ପୋଲିସ ବିପୁଳ ବାଣ ଜବତ କରିଛି। ଜବତ ବାଣର ଅନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଅଧିକ ହେବ। ବାଣ ରଖିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି।

ଦୀପାବଳିରେ କେବଳ ସବୁଜ ବାଣ ବିକ୍ରି ପାଇଁ ହାଇକୋର୍ଟ ତଥା ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ପ୍ରଦୂଷଣ ସୃଷ୍ଟି କରୁଥିବା ପାରମ୍ପରିକ ବାଣ ଯେପରି ବିକ୍ରି ନହୁଏ ସେଥି ପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଗତପୁର ପୋଲିସ ଗତକାଲି ବେଆଇନ ବାଣ ଜବତ କରିଥିବା ବେଳେ ଆଜି ବିଡ଼ାନାସି ପୋଲିସ ମଧ୍ୟ ବାଣ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ