Masthead

ବେଆଇନ ବନ୍ଧୁକ ତିଆରି କାରଖାନା ଠାବ

ପାଲଲହଡ଼ା (ବଡ଼ ଖବର ବ୍ୟୁରୋ): ବେଆଇନ ବନ୍ଧୁକ ତିଆରି କାରଖାନା ଠାବ, ଜଣେ ଗିରଫ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ଥାନା ବେହେରାଭୂଇଁ ଗାଁରେ ଚାଲିଥିଲା ବେଆଇନ ଦେଶୀ ବନ୍ଧୁକ କାମ । ବିଶେଷ ସୂତ୍ରରୁ ଖବର ପାଇ କଣିହାଁ ପୋଲିସ୍ ଚଢ଼ାଉ କରି ବେହେରାଭୂଇଁ ଗ୍ରାମର ରାଜନ କିଶାନକୁ ଗିରଫ କରିଛି ।

କିଛି ଦିନ ପୂର୍ବରୁ ପାଲଲହଡ଼ା ବ୍ଲକର ଜାମ୍ବୁଆ ଗ୍ରାମ ଓ ସଲେଇ ଗ୍ରାମରେ ମଧ୍ୟ ପାଲଲହଡ଼ା ପୋଲିସ ଚଢ଼ାଉ କରି ଦେଶୀ ବନ୍ଧୁକ ସହ କିଛି ସରଞ୍ଜାମ ଜବତ କରି ସେଠାରୁ ଦୁଇଜଣଙ୍କୁ ଗିରଫ କରିଥିଲା । ତେବେ ପାଲଲହଡ଼ା ଓ କଣିହାଁରେ ଦେଶୀ ବନ୍ଧୁକ କାରଖାନାର ଚେର ଲମ୍ବିବାରେ ଲାଗିଛି । ପୋଲିସ ଏହାରି ଉପରେ ତଦନ୍ତ ଚଲାଇଛି । ବେଆଇନ କାରଖାନା ସବୁ ଠାବ କରିବାରେ ସଫଳ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ