Masthead

ବେଆଇନ ବନ୍ଧୁକ ତିଆରି କାରଖାନା ଠାବ

ପାଲଲହଡ଼ା (ବଡ଼ ଖବର ବ୍ୟୁରୋ): ବେଆଇନ ବନ୍ଧୁକ ତିଆରି କାରଖାନା ଠାବ, ଜଣେ ଗିରଫ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ଥାନା ବେହେରାଭୂଇଁ ଗାଁରେ ଚାଲିଥିଲା ବେଆଇନ ଦେଶୀ ବନ୍ଧୁକ କାମ । ବିଶେଷ ସୂତ୍ରରୁ ଖବର ପାଇ କଣିହାଁ ପୋଲିସ୍ ଚଢ଼ାଉ କରି ବେହେରାଭୂଇଁ ଗ୍ରାମର ରାଜନ କିଶାନକୁ ଗିରଫ କରିଛି ।

କିଛି ଦିନ ପୂର୍ବରୁ ପାଲଲହଡ଼ା ବ୍ଲକର ଜାମ୍ବୁଆ ଗ୍ରାମ ଓ ସଲେଇ ଗ୍ରାମରେ ମଧ୍ୟ ପାଲଲହଡ଼ା ପୋଲିସ ଚଢ଼ାଉ କରି ଦେଶୀ ବନ୍ଧୁକ ସହ କିଛି ସରଞ୍ଜାମ ଜବତ କରି ସେଠାରୁ ଦୁଇଜଣଙ୍କୁ ଗିରଫ କରିଥିଲା । ତେବେ ପାଲଲହଡ଼ା ଓ କଣିହାଁରେ ଦେଶୀ ବନ୍ଧୁକ କାରଖାନାର ଚେର ଲମ୍ବିବାରେ ଲାଗିଛି । ପୋଲିସ ଏହାରି ଉପରେ ତଦନ୍ତ ଚଲାଇଛି । ବେଆଇନ କାରଖାନା ସବୁ ଠାବ କରିବାରେ ସଫଳ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା