Masthead

ବେଆଇନ ବାଲି ଚୋରା ଚାଲାଣ, ମାଡି ବସିଲା ବନ ବିଭାଗ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ବୈତରଣୀ ନଦୀ ଘାଟରୁ ଦିନ ଦ୍ୱିପ୍ରହରରେ ବେଆଇନ ଭାବେ ଚୋରାଚାଲାଣ ହେଉଥିଲା ବାଲି  । କୌଣସି ସୂତ୍ରରୁ ଖବର ପାଇ ବନବିଭାଗ ଅଚାନକ ଚଢ଼ାଉ କରି ଦୁଇଟି ବାଲି ବୋଝେଇ ହାଇୱା ଜବତ୍ କରିଛି। ତେବେ ବାଲି ମାଫିଆଙ୍କ ଏବେ ବୈତରଣୀ ନଦୀ ଉପରେ ନଜର ପଡିଥିବା ବେଳେ ଏହି ଅଞ୍ଚଳରେ କାଠ,ବାଲି, ପଥର ବ୍ୟାପକ ମାତ୍ରାରେ ମାଫିଆମାନ ଚାଲାଣ କରୁଥିବା ଜଣାପଡିଛି।

ଏହି ଚଢ଼ାଉରେ ପାଟଣା ରେଞ୍ଜର ବନ ବିହାରୀ ସର୍ଦ୍ଦାର,ପାଟଣା ବନପାଳ ପିଅନ ନାଏକ, ସାହାରପଡ଼ା ବନପାଳ ଭୂପତି ସେଠୀ, ମାଛଗଡ ଗାର୍ଡ ଦୀପକ ରଣା, ତଣ୍ଡୋ ଗାର୍ଡ ଦେବଯାନୀ ମହାନ୍ତ ଓ ମୋବାଇଲ ସ୍କ୍ୱାଡ ଚଢ଼ାଉରେ ସାମିଲ ହୋଇଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ