Masthead

ବଡ଼ ଖବରର ପ୍ରଭାବ, ଅଗ୍ନି ବିପନ୍ନଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

କୃଷ୍ଣପ୍ରସାଦ(ବଡ଼ ଖବର ବ୍ୟୁରୋ): କୃଷ୍ଣପ୍ରସାଦ ବ୍ଳକ ମୁଣ୍ଡାବର ଗାଁର ଅଗ୍ନି ବିପନ୍ନଙ୍କ ପରିବାର ପାଖରେ ପହଞ୍ଚିଲା ପ୍ରଶାସନ । ତହସିଲଦାର ପହଁଚି ଘର ପୋଡିର କ୍ଷୟକ୍ଷତି ଆକଳନ କରି ଫେରିଥିଲେ। ଖୁବଶୀଘ୍ର ସରକାରୀ ସହାୟତା ଯୋଗେଇବା ପାଇଁ ତିନି ଅଗ୍ନି ବିପନ୍ନଙ୍କ ପରିବାର କୁ ପ୍ରତିଶତ ଦେଲେ କୃଷ୍ଣପ୍ରସାଦ ତହସିଲଦାର ଉଲ୍ଲାସ ସେଠୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ