Masthead

ଆସନ୍ତା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହେବ ଭାରତ ଯୋଡ ଯାତ୍ରାର ପ୍ରଭାବ: ଶାହା

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ପଦ ପାଇଁ ରାହୁଲ ଗାନ୍ଧିଙ୍କୁ ପ୍ରତିଦ୍ୱନ୍ଦି ବୋଲି ଭାବୁଛନ୍ତି କି ? ଯାହାର ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ତିନୋଟି ରାଜ୍ୟରେ ନିର୍ବାଚନ ଆସୁଛି । ଏହା ସ୍ପଷ୍ଟ ହୋଇଯିବ ଯେ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ର ପ୍ରଭାବ କ’ଣ ରହିଛି । ଏ ପର୍ଯ୍ୟନ୍ତ ଜନସାଧାରଣ କାହାକୁ ମୁଖ୍ୟ ବିରୋଧି ଦଳ କରିନାହାନ୍ତି । ଶାହା କହିଛନ୍ତି ଯେ ସରକାର ଉତ୍ତର ପୂର୍ବାଞ୍ଚଳର ବିକାଶ ପାଇଁ ଅନେକ କାମ କରିଛନ୍ତି ।

ସରକାର ଅନେକ ସନ୍ତ୍ରାସବାଦୀ ସଂଗଠନ ସହ ଚୁକ୍ତି କରିଛନ୍ତି ଏବଂ ୮୦୦୦ ସଶସ୍ତ୍ର ସନ୍ତ୍ରାସବାଦୀ ଆତ୍ମସମର୍ପଣ କରିଛନ୍ତି। ଏହାପୂର୍ବରୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡିକ ବ୍ୟାଣ୍ଡ, ବୋମା ବିସ୍ଫୋରଣ ଏବଂ ମାଓବାଦୀଙ୍କ ଦ୍ୱାରା ଚିହ୍ନିତ ହୋଇଥିଲେ ବି ଆଜି ସଡ଼କ, ରେଳ ଏବଂ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଆଠ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ୫୧ ଥର ଉତ୍ତର ପୂର୍ବାଞ୍ଚଳ ଗସ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା