Masthead

୨ ଟା ୩୦ରେ ଗୁରୁତ୍ବପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅପରାହ୍ଣ ୨ଟା ୩୦ରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍ ବାର୍ତ୍ତା । ରାଜ୍ୟରେ କୋଭିଡ ମୁକାବିଲା ନେଇ କରିବେ ଗୁରୁତ୍ବପୂର୍ଣ୍ଣ ଘୋଷଣା । ଜୁଲାଇ ମାସର ଗାଇଡଲାଇନ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ।

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କୋହଳ ହୋଇପାରେ କୋଭିଡ କଟକଣା । ଉପକୂଳରେ କୋଭିଡ କଟକଣା ବଳବତ୍ତର ରହିବା ସମ୍ଭାବନା । ସଂକ୍ରମଣ ଅଧିକ ଥିବାରୁ କଟକଣା ବଳବତ୍ତର ରହିବା ନେଇ ଅଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା