Masthead

ପାଞ୍ଚ ଦିନ ମଧ୍ୟରେ ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମେଡାଲ ଭସାଇଲେ ନାହିଁ କୁସ୍ତି ଯୋଦ୍ଧା । ହରିଦ୍ବାରରେ ପହଞ୍ଚି ଗଙ୍ଗାରେ ମେଡାଲ ଭସାଇବାକୁ ପ୍ରସ୍ତୁତି ହେଉଥିବା ବେଳେ ଅଟକାଇଥିଲେ ଚାଷୀ ନେତା ନରେଶ ଟିକାୟତ । ରାକେଶ ଟିକାୟତ ସେଠାରେ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିଥିଲେ । ସେମାନଙ୍କଠାରୁ ମେଡାଲ ନେଇ ନିଜ ପାଖରେ ରଖିଥିଲେ ।

ପାଞ୍ଚ ଦିନ ମଧ୍ୟରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନରେଶ ଟିକାୟତ । ଆସନ୍ତା ଦୁଇ ଦିନ ମଧ୍ୟରେ ଖାପ ପଞ୍ଚାୟତଙ୍କ ବୈଠକ ବସିବା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ସେପଟେ ଜନ୍ତରମନ୍ତରରେ ୧୪୪ ଧାରା ଲାଗୁ ପରେ ଇଣ୍ଡିଆ ଗେଟ ଆଗରେ ଅନଶନ କରିବାକୁ ଘୋଷଣା କରିଛନ୍ତି ରେସଲର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା