Masthead

ପାର୍ବଣକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା । ସୂଚନା ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ପାର୍ବଣରେ ଭିଡ଼ ହେଲେ ସଂକ୍ରମଣ ଆଶଙ୍କା ରହିଛି । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ କମୁଛି ତଥାପି ଜିଲ୍ଲା ପାଇଁ ଅଧିକ ଭୟ ରହିଛି । ବାହାରେ ଏକାଠି ରହିଲେ ସଂକ୍ରମଣ ବଢ଼ିବ । ପାର୍ବଣରେ ସମସ୍ତେ ସତର୍କ ରହିବା ଜରୁରି । ସମସସ୍ତଙ୍କୁ ଅଧିକ ଦାୟିତ୍ୱବାନ ହେବାର ଅଛି ।

କୋଭିଡରେ ଇଣ୍ଟରନାଲ ଇନଫେକସନ ହୋଇଥାଏ । ଯାହାଦ୍ୱାରା ହୃତପିଣ୍ଡ, ଫୁସଫୁସ୍ ଉପରେ ପ୍ରଭାବ ପକାଏ । ମସ୍ତିଷ୍କ ଉପରେ ବି ପ୍ରଭାବ ପକାଇଥାଏ । ତେଣୁ ଟିକା ନେବା ସମସ୍ତଙ୍କ ପାଇଁ ଜରୁରି । ଟିକା ନେଇଥିଲେ ସଂକ୍ରମଣ ସମ୍ଭାବନା କମ୍ ରହିଛି । ଅଧିକ ଭିଡ଼ ନକରିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?