Masthead

ସଂନ୍ଧ୍ୟାରେ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ସନ୍ଧ୍ୟାରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ଜିଲ୍ଲା ପର୍ୟ୍ୟବେକ୍ଷକଙ୍କ ସମେତ ବରିଷ୍ଠ ନେତାଙ୍କୁ ଡକାଯାଇଛି। ଆଗାମୀ ନିର୍ବାଚନ ନେଇ ପ୍ରସ୍ତୁତ ହେବ ଋଚ୍ଚନୀତି । ଘରେ ଘରେ ହେବ ଶଙ୍ଖ କାର୍ୟ୍ୟକ୍ରମ । ଗାନ୍ଧୀ ଜୟନ୍ତୀରୁ ପଦଯାତ୍ରା । ମୁଖ୍ୟମନ୍ତ୍ରୀଙ୍କର ବିଭିନ୍ନ ସଭା ନେଇ ଆଜିର ବୈଠକରେ ଆଲୋଚନା ହେବା ସମ୍ଭାବନା ।

ଅନ୍ୟପକ୍ଷରେ ଶଙ୍ଖ ଭବନରେ ସଂଗଠନ ସମ୍ପାଦକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ବିଧାୟକମାନେ ଆଲୋଚନା କରିଛନ୍ତି। ବିଧାୟକ ସମୀର ଦାସ କହିଛନ୍ତି,ସଙ୍ଗଠନ ମଜଭୁତ ନେଇ ଆମେ ଆଲୋଚନା କରିଛୁ। ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ପ୍ରଚାରକୁ ଯାଆନ୍ତି। ତା ପୂର୍ଵରୁ ମୁଖ୍ୟମନ୍ତ୍ରୀ ଗସ୍ତ ହେବ କି ନାହିଁ ତାହା କାର୍ୟ୍ୟକ୍ରମ ଆସିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା