Masthead

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀ ବୈଠକରେ ସାମିଲ ହୋଇଛନ୍ତି । ଗୃହ ବିଭାଗର ସ୍ୱତନ୍ତ୍ର ସଚିବ, ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ବୈଠକରେ ଉପସ୍ଥିତ ଅଛନ୍ତି । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଚାଲିଛି ଆଲୋଚନା ।
ମନ୍ତ୍ରୀ ମାନଙ୍କୁ ବିଭାଗ ବଣ୍ଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜେ ସମସ୍ତ ବିଭାଗର କରୁଛନ୍ତି ସମୀକ୍ଷା।ଅନୁଧ୍ୟାନ ପରେ କିଏ କେଉଁ ବିଭାଗ ପାଇଁ ଫିଟ ଦେବେ ଭେଟି।ଲୋକଙ୍କ ସରକାର ଚଳାଇବା ପାଇଁ ବଡ ବ୍ଲୁ ପ୍ରିଣ୍ଟ କରୁଛନ୍ତି ମୋହନ। ଗୋଟେ ପଟେ ମୁଖ୍ୟମନ୍ତ୍ରୀ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରୁଥିବା ବେଳେ ଦୁଇ ଅଫିସରଙ୍କୁ ନେଇ ବଢିଲା ଚର୍ଚ୍ଚା। ଡି ଏସ କୁଟେ ଓ ଆଶିଷ ସିଂଙ୍କ ଅନୁପସ୍ଥିତକୁ ନେଇ ଚର୍ଚ୍ଚା । ବୈଠକକୁ ଆସିଲେ ନାହିଁ ନା ତାଙ୍କୁ ବୈଠକରୁ ରଖାଗଲା ଦୂରେଇ ତାକୁ ନେଇ ପ୍ରଶ୍ନ ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା